The Ultimate Managed Hosting Platform
ADVERTISEMENT

ଗୋପାଳକୁ ବେଲରେ ଛାଡନ୍ତୁ : ତାରା

Facebook
Twitter
LinkedIn

ଭୁବନେଶ୍ୱର : ନବ ଦାସ ହତ୍ୟା ମାମଲାରେ ସରକାରଙ୍କୁ ତାରାଙ୍କ ତେରର୍ଚ୍ଛା ନିଶାନା । ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟରୁ ଲାଗୁଛି ଗୋପାଳ ପ୍ରକୃତ ଦୋଷୀ ନୁହେଁ । ତା ହେଲେ ଗୋପାଳକୁ ବେଲରେ ଛାଡନ୍ତୁ, ଏହା ପଛରେ କିଏ ଧରନ୍ତୁ । ନବଙ୍କ ପରିବାରର କ୍ରାଇମବ୍ରାଞ୍ଚ ଉପରେ ଭରସା ନାହିଁ । ତେଣୁ ସିବିଆଇ ତଦନ୍ତ ପାଇଁ ନିଦେ୍ର୍ଦଶ ଦିଅନ୍ତୁ ସରକାର ବୋଲି କହିଛନ୍ତି ତାରା ବାହିନୀ ପତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login