The Ultimate Managed Hosting Platform
ADVERTISEMENT

ଗୋପାଳପୁର ଗଣଦୁଷ୍କର୍ମ : ଚାର୍ଜସିଟ ଦାଖଲ

Facebook
Twitter
LinkedIn

ଗୋପାଳପୁର : ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଚାର୍ଜସିଟ ଦାଖଲ । ଏସଡିଜେଏମଙ୍କ କାର୍ଯ୍ୟାଳୟରେ ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ । ୫୭୪ ପୃଷ୍ଠାର ଚାର୍ଜସିଟ ଦାଖଲ କରିଥିବା ସୂଚନା । ବ୍ରହ୍ମପୁର ନିକଟ ଗୋପାଳପୁର ବେଳାଭୂମୀରେ ଜଣେ ଛାତ୍ରୀଙ୍କୁ ଗଣ ଦୁଷ୍କର୍ମ ଘଟଣା ସାରା ରାଜ୍ୟରେ ହଇଚଇ ଖେଳାଇ ଦେଇଥିଲା । ଜୁନ ୧୫ ତାରିଖ ସନ୍ଧ୍ୟା ସମୟରେ ଘଟିଥିଲା ଏହି ଅଘଟଣ । ପୁରୁଷ ବନ୍ଧୁଙ୍କ ସହ ଛାତ୍ରୀ ଜଣକ ଗୋପାଳପୁର ବେଳାଭୂମିକୁ ବୁଲିବାକୁ ଯାଇଥିବା ବେଳେ ୧୦ ଜଣ ଯୁବକ ଗଣଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login