The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଗ୍ରାହକ ସାଜି ସବୁ ଲୁଟି ନେଲେ

Facebook
Twitter
LinkedIn

ଭଞ୍ଜନଗର : ଗ୍ରହକ ସାଜି ଦୋକାନ ଓ ଘରୁ ସବୁ ଲୁଟି ନେଲେ । ସୋରଡା ବଜାର ନିକଟରେ ଥିବା ଏକ ଦୋକାନରୁ ଲୁଟ । ବ୍ୟାଗ ଦେଖାଅ ବୋଲି କହି ଦୋକାନୀ , ସ୍ତ୍ରୀ ଓ ପୁଅକୁ ବାନ୍ଧି ଦେଲେ । ଦୋକାନକୁ ଲାଗି ଥିବା ଘରେ ପଶି ସବୁ ସୁନାଗହଣା ଓ ଟଙ୍କା ଲୁଟ । ଲକ୍ଷାଧିକ ଟଙ୍କାର ସୁନା , ନଗଦ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ । ଗୋଟିଏ ବାଇକେ ୩ ଦୁର୍ବୁତ୍ତ ଆସି ଲୁଟିନେଲେ । ପୋଲିସର ତଦନ୍ତ ଜାରି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login