The Ultimate Managed Hosting Platform
ADVERTISEMENT

ଗ୍ୟାସ୍ ଟାଙ୍କି ଫାଟି ଅଗ୍ନିକାଣ୍ଡ

Facebook
Twitter
LinkedIn

ଭୁବନେଶ୍ୱର : ଏପରି ଅଘଟଣ ଘଟିଛି ଭୁବନେଶ୍ୱର ସିଆରପି ଛକ ନିକଟ ନୀଳକଣ୍ଠ ନଗରରେ ଘଟିଛି । ଏଥିର ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗ୍ୟାସ୍ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଛି। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ମେଡିକାଲରେ ଭର୍ତ୍ତି କରାଯାଇଛି ।ସୂଚନା ଅନୁଯାୟୀ , ସୋମବାର ଦିନ ସିଆରପି ଛକ ନିକଟରେ ଥିବା ନୀଳକଣ୍ଠ ନଗରର ଗ୍ୟାସ୍ ଟାଙ୍କି ଫାଟିଯାଇଥିଲା । ଯାହାର ଖବର ତୁରନ୍ତ ଅଗ୍ନିଶମ ବାହିନୀକୁ ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ଏହି ଅଗ୍ନିକାଣ୍ଡରେ ଜଣେ ଯୁବକ ଗୁରୁତର ହୋଇଯାଇଥିଲେ। ଯୁବକଙ୍କୁ ତୁରନ୍ତ ଗୁରୁତର ଅବସ୍ଥାରେ ଘଟଣାସ୍ଥଳରୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

Login