ଢେଙ୍କାନାଳ : ଢେଙ୍କାନାଳ ମେରାମଣ୍ଡଳି ସ୍ଥିତ ଟାଟା ଷ୍ଟିଲ ପ୍ଲାଣ୍ଟରେ ଅଘଟଣ । ବ୍ଲାଷ୍ଟ ଫର୍ଣ୍ଣେସରୁ ଗ୍ୟାସ ଲିକ୍ ହୋଇ ୧୯ ଗୁରୁତର । ସମସ୍ତ ଗୁରୁତର କଟକର ଏକ ଘରୋଇ ହସ୍ପିଟାଲ ସ୍ଥାନାନ୍ତର । ସମସ୍ତ ଗୁରୁତରଙ୍କୁ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।ଢେଙ୍କାନାଳ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ସୂଚନା ଅନୁଯାୟୀ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ମାତ୍ର ଅନ୍ୟମାନଙ୍କ ଅବସ୍ଥା ନର୍ମାଲ୍ ଅଛି।
Views: 75