The Ultimate Managed Hosting Platform
ADVERTISEMENT

ଘନ କୁହୁଡି ଯୋଗୁଁ ବିମାନ ଚଳାଚଳ ବାଧାପ୍ରାପ୍ତ

Facebook
Twitter
LinkedIn

ଭୁବନେଶ୍ୱର ; ନୂଆବର୍ଷରେ କଲବଲ ବିମାନ ଯାତ୍ରୀ । ଘନ କୁହୁଡି ପାଇଁ ଭୁବନେଶ୍ବର ବିମାନବନ୍ଦରରୁ ବାତିଲ ହେଉଛି ଗୋଟିଏ ପରେ ଗୋଟିଏ ବିମାନ । ଆଜି ସକାଳୁ ଦିଲ୍ଲୀ, ଅହମଦାବାଦ,କୋଲକତାକୁ ଉଡାଣ ଭରିବାକୁ ଥିବା ୩ଟି ବିମାନ ବାତିଲ ହୋଇଛି । ସେହିପରି ୧୫ଟି ବିମାନ ଉଡାଣ ସମୟ ବିଳମ୍ବିତ ହୋଇଛି । ପାଖାପାଖି ୪ଘଣ୍ଟା ଯାଏ ଅଧିକାଂଶ ବିମାନ ବିଳମ୍ବ ହୋଇଛି । ଯାହାକୁ ନେଇ ବିମାନ ଚଳାଚଳ ସଂସ୍ଥା ପକ୍ଷରୁ ଯାତ୍ରୀଙ୍କୁ ଅପଡେଟ ଦିଆଯାଇଛି । ତେଣୁ ଯାତ୍ରା ସମୟ ବଦଳି ଯାଇଥିବାରୁ ରାଜ୍ୟ ବାହାରକୁ ଯାଉଥିବା ଯାତ୍ରୀ ସମସ୍ୟାର ସାମ୍ନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login