The Ultimate Managed Hosting Platform
ADVERTISEMENT

ଘରକୁ ପିଟିଲା କାର : ୪ ମୃତ

Facebook
Twitter
LinkedIn

ଆଠଗଡ: ବିବାହ ଭୋଜି ଖାଇ ଫେରିବା ବାଟରେ ଜଗିଥିଲା ଜମ । ଭାରସାମ୍ୟ ହରାଇ ଘରର କାନ୍ଥକୁ ପିଟିଲା କାର । ଦୁର୍ଘଟଣାରେ ୪ ମୃତ । କଟକ ଜିଲ୍ଲା ତିଗିରିଆ ଥାନା ଗଦାଧରପୁର ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ସମସ୍ତ ୪ ମୃତକ ହେଲେ ଯୁବକ । ସେମାନଙ୍କର ପରିଚୟ ମିଳିପାରି ନାହିଁ । କୋଇଲିକନ୍ୟା ଗାଁର ବିବାହ ଭୋଜି ସାରି ଫେରିବା ବେଳେ ଦୁର୍ଘଟଣା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login