The Ultimate Managed Hosting Platform
ADVERTISEMENT

ଘରେ ପଶି ଲୁଟି ନେଲେ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଅଳଙ୍କାର

Facebook
Twitter
LinkedIn

ସୋର : ଭୁଜାଲିରେ ଆକ୍ରମଣ କରି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଅଳଙ୍କାର ସମେତ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଵାଲେଶ୍ଵର ଜିଲ୍ଲାସିମୁଳିଆ ଥାନା ଅନ୍ତର୍ଗତ ବାଟି ପଂଚାୟତ ବଣଗଡିଆ ଗ୍ରାମର ବ୍ୟବସାୟୀ ଆନନ୍ଦ ବେହେରାଙ୍କ ଘରେ ଘଟିଛି ଏପରି ଅଘଟଣ । ୬ ରୁ ଉର୍ଦ୍ଧ୍ବ ଦୁର୍ବୃତ୍ତ ବାଇକ ଆସି ଘର ପଛ ପଟରେ ଛାତ ଉପରେ ଚଢି ଘରେ ଭିତରକୁ ପଶିଥିଲେ କ୍ଷ ଘରେ ପରିବାର ଲୋକ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ପ୍ରଥମେ ମୋବାଇଲଗୁଡିକ ଆଣି ଭାଙ୍ଗି ଦେଇଥିଲେ । ପରେ ଭୁଜାଲିରେ ପୁଅ ରତିକାନ୍ତଙ୍କ ହାତକୁ ଆକ୍ରମଣ କରି ଗଦରେଜ ଭାଙ୍ଗି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ସମେତ ସୁନା ରୁପା ଅଳଙ୍କାର ଲୁଟ କରି ଫେରାର ହୋଇଯାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login