The Ultimate Managed Hosting Platform
ADVERTISEMENT

ଘରେ ପଶି ହାଣିଲେ ମାଓବାଦୀ !

Facebook
Twitter
LinkedIn

ମାଲକାନଗିରି : ଘରେ ପଶି ଯୁବକଙ୍କୁ ହାଣିଦେଲେ ମାଓବାଦୀ ! ପୋଲିସ ଇନଫର୍ମର ସନେ୍ଦହରେ ଘରେ ପଶି ହାଣିଲେ ମାଓବାଦୀ । ଛତିଶଗଡ ବିଜାପୁର କେଶମୁଣ୍ଡି ଗାଁରେ ମାଓବାଦୀଙ୍କ ବର୍ବରକାଣ୍ଡ । ପୋଲିସ ଇନଫର୍ମର ସନେ୍ଦହରେ କୁରାଢିରେ ହାଣି ହତ୍ୟା କଲେ । ମୃତକ ଜଣକ କେଶମୁଣ୍ଡି ଗାଁର ୪୧ ବର୍ଷୀୟ ଯୁବକ ଭାଦୁ ସୋଧି । ଘଟଣା ସ୍ଥଳରେ ମାଓ ପୋଷ୍ଟର ଥିବା ଦେଖିବାକୁ ମିଳିଛି। ଯିଏ ପୋଲିସକୁ ମାଓବାଦୀ ସମ୍ପର୍କରେ ସୂଚନା ଦେବ, ତାର ଏଭଳି ପରିଣାମ ହେବ ବୋଲିପୋଷ୍ଟରରେ ଉଲ୍ଲେଖ ରଖାଯାଇଛି। ପୋଲିସ ସହ ମିଶି ମାଓ ବିରୋଧୀ କାର୍ୟ୍ୟକଳାପ କରୁଥିବାରୁ ତାକୁ ପ୍ରଜା କୋର୍ଟରେ ମୃତ୍ୟୁଦଣ୍ଡ ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login