The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଘର ଭାଙ୍ଗି ଦଳିଦେଲା ହାତୀ

Facebook
Twitter
LinkedIn

ସୋର : ଘର ଭାଙ୍ଗି ୮ ବର୍ଷର ନାବାଳିକାକୁ ଦଳିଦେଲା ହାତୀ । ସିଙ୍ଗାଖୁଣ୍ଟା ସରଳିଆ ଚିତ୍ରାଶୁଳ ଗାଁରେ ହାତୀ ଆତଙ୍କ । ବିଳମ୍ବିତ ରାତିରେ ଗାଁରେ ପଶିଥିଲେ ୮ ଟିକିଆ ହାତୀ ପଲ ।
ଗାଁର ନିଶିକାନ୍ତି ଦେଉରୀ ଘରେ ଖାଇପିଇ ଶୋଇଥିବା ବେଳେ ଘର ଭିତରକୁ ହାତୀ ପଶି ଆସିଥିଲା । ହାତୀକୁ ଦେଖି ନିଶିକାନ୍ତ ସ୍ତ୍ରୀ ଓ ଦୁଇ ପିଲାଙ୍କୁ ଧରି ଘରୁ ବାହାରକୁ ବାହାରି ଯାଇଥିବା ବେଳେ ପରୀ ହାତୀ ହାବୁଡରେ ପଡିଯାଇଥିଲା । ଗୁରୁତର ଅବସ୍ଥାରେ ପରୀକୁ ସୋର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ପରୀକୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ତଦନ୍ତ ଚଳାଇଛି ବନ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login