The Ultimate Managed Hosting Platform
ADVERTISEMENT

ଘାଟିରୁ ୨୦୦ ଫୁଟ ତଳକୁ ଖସିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

Facebook
Twitter
LinkedIn

ଖଲ୍ଲିକୋଟ: ଘାଟିରୁ ତଳକୁ ଓଲଟିଲା ଟ୍ରକ । ୨୦୦ ଫୁଟ ତଳକୁ ଖସିପଡିଲା ପେପର ବୋଝେଇ ଟ୍ରକ ।ଖଲ୍ଲିକୋଟ ୧୬ ନଂ ଜାତୀୟ ରାଜପଥ ବଡ ଘାଡି ହରିଡାନୂଳରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର । ଟ୍ରକଟି ତେଲେଙ୍ଗାନାରୁ ପେପର ଧରି ଖୋର୍ଦ୍ଧା ଅଭିମୁଖେ ଯାଉଥିବା ବେଳେ ଘାଟିରୁ ଓଲଟି ପଡିଥିଲା । ଦୁର୍ଘଟଣାର କାରଣ ଜଣାପଡିନାହିଁ । ଭୋର ୪ଟା ସମୟରେ ଘଟିଥିଲା ଦୁର୍ଘଟଣା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଚି ଉଦ୍ଧାର କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login