The Ultimate Managed Hosting Platform
ADVERTISEMENT

ଘାଟିରେ ବସ ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଜୟପୁର : ଜୟପୁର ବୈପାରୀଗୁଡ଼ା ଘାଟିରେ ବସ୍ ଓଲଟି ୪ ଜଣଙ୍କ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁର୍ଘଟଣାରେ ମୃତାହତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି । ଏଥିସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ଆହତଙ୍କ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login