The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଚତୁର୍ଥ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ L1

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତର ସୂର୍ଯ୍ୟ ମିଶନରେ ସଫଳତାର ସହ ଚତୁର୍ଥ କକ୍ଷପଥ ପରିବର୍ତ୍ତନ କଲା ଆଦିତ୍ୟ L1 । ୫ମ କକ୍ଷପଥକୁ ଗଲା ଆଦିତ୍ୟ ଖ୧ । ରାତି ୨ଟାରେ ଚତୁର୍ଥ ଆର୍ଥ ବାଉଣ୍ଡ ଫାୟାରିଂ କରାଯାଇଛି । ସଫଳତାର ସହ କକ୍ଷପଥ ହ୍ରାସ ନେଇ ଇସ୍ରୋ ପକ୍ଷରୁ ଟ୍ଵିଟରରେ ସୂଚନା ଦିଆଯାଇଛି । ୨୫୬ କିମି X ୧୨୧୯୭୩ କିମି କକ୍ଷପଥରେ ଏବେ ବୁଲିବ ଆଦିତ୍ୟ L1 । ୧୯ ତାରିଖରେ ପରବର୍ତ୍ତୀ କକ୍ଷପଥ ପରିବର୍ତ୍ତନ କରିବ । ପୃଥିବୀଠାରୁ ୧୫ଲକ୍ଷ କିଲୋମିଟର ଦୂରରେ ଥିବା L-1 ପଏଣ୍ଟରେ ପହଞ୍ଚିବାକୁ ଆଦିତ୍ୟ L1କୁ ୧୨୫ ଦିନ ସମୟ ଲାଗିବ । ଭାରତର ପ୍ରଥମ ସୂର୍ୟ୍ୟ ମିଶନ ଅଧୀନରେ ମହାକାଶକୁ ପଠାଯାଇଥିବା ଆଦିତ୍ୟ ଏଲ୍ -୧ ମହାକାଶଯାନ ଚତୁର୍ଥ ‘ଆର୍ଥ ସୀମା ମନିଭର୍’ ସଫଳତାର ସହ ସମାପ୍ତ କରିଛି । ଭାରତୀୟ ସ୍ପେସ୍ ଏଜେନ୍ସି ‘ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚ ଅର୍ଗାନାଇଜେସନ୍’ (ISRO) ଏକ ଟ୍ଵିଟ୍ ମାଧ୍ୟମରେ ଏହି ସୂଚନା ଦେଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login