The Ultimate Managed Hosting Platform
ADVERTISEMENT

ଚଳିତବର୍ଷ ହେବ ସ୍ୱାଭାବିକ ମୌସୁମୀ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା

Facebook
Twitter
LinkedIn

ନୂଆଦିଲ୍ଲୀ : ଏଥର ଦେଶରେ ସ୍ୱାଭାବିକ ମୌସୁମୀ ବର୍ଷା ହେବ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ମିଳିଛି । ୨୦୨୩ ମୌସୁମୀ ଋତୁରେ ଜୁନରୁ ସେପ୍ଟେମ୍ବର ମଧ୍ୟରେ ସାରା ଦେଶରେ ସ୍ୱାଭାବିକ ବର୍ଷା ସମ୍ଭାବନା ରହିଛି । ତେବେ ଆଗାମୀ ଜୁନ ମାସରେ ନିଅଣ୍ଟିଆ ବର୍ଷା ସମ୍ଭାବନା ରହିଛି । ଜୁନରେ ଦିନ ତାପମାତ୍ରା ସ୍ୱାଭାବିକଠୁ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ଜୁନ ୪ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଲ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login