The Ultimate Managed Hosting Platform
ADVERTISEMENT

ଚାକିରି ନାଁରେ ଚୂନ; ୩ ଗିରଫ

Facebook
Twitter
LinkedIn

ବ୍ରହ୍ମପୁର : ବିଦେଶରେ ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗ । ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବିଶାଖାପାଟଣାରୁ ୩ ଗିରଫ । ଗିରଫ ସହ ୯୨ଟି ପାସପୋର୍ଟ ଓ ଭିସା ଜବତ କଲା ବ୍ରହ୍ମପୁର ପୋଲିସ । ଚାକିରି କରାଇଦେବାକୁ କହି ଜଣଙ୍କ ପିଛା ୫୦ ହଜାର ନେଉଥିଲେ । ଖଲ୍ଲିକୋଟର ଜଣେ ଯୁବକଙ୍କ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login