The Ultimate Managed Hosting Platform
ADVERTISEMENT

ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ସୁରକ୍ଷା ସମୀକ୍ଷା ବୈଠକ

Facebook
Twitter
LinkedIn

ବାଲେଶ୍ୱର : ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟି ସୁରକ୍ଷା ସମୀକ୍ଷା ବୈଠକ । ପୂର୍ବାଞ୍ଚଳ ଡିଆଜି ଅଧ୍ୟକ୍ଷତାରେ ଶେଷ ହେଲା ବୈଠକ । ବୈଠକରେ ଉପସ୍ଥିତ ଅଛନ୍ତି ପୂର୍ବାଞ୍ଚଳ ଡିଆଇଜିଙ୍କ ସମେତ ଏସପି ଓ ଥାନାଧିକାରୀ । ଯେହେତୁ ବତ୍ତର୍ମାନ ସାରା ଦେଶ ପାଇଁ ଏକ ସମ୍ବେଦନଶୀଳ ସମୟ ଚାଲିଛି ତେଣୁ ଓଡିଶା ବି ଏଥିରୁ ବାଦ୍ ପଡୁନି । ଏଠାରେ ରହିଥିବା ପ୍ରତିରକ୍ଷାର ବଡ ବଡ ପ୍ରତିଷ୍ଠାନ ସବୁ ରହିଛି ତେଣୁ ଏସବୁର ସୁରକ୍ଷା ପାଇଁ ସୁରକ୍ଷାକୁ କଡାକଡି କରାଯାଇଛି । କେଉଁଭଳି ରଣନୀତି ଆମେ ନେବା ଦରକାର ତା’ ଉପରେ ଆଲୋଚନା ହେଉଛି। ହୁଏତ ଶତ୍ରୁ ନିଜରରେ ଆଗକୁ ଏସବୁ ସ୍ଥାନ ରହିପାରେ , ଏହାକୁ ଦୃଷ୍ଟିରେ ରଖି ଆଜିର ଏହି ବୈଠକ ବୋଲି ସୂଚନା ରହିଛି ।
କେବଳ ଚାନ୍ଦିପୁର ନୁହେଁ ରାଜ୍ୟର ବିଭିନ୍ନ ଗୁରୁତ୍ବପୂ୍ର୍ଣ ସ୍ଥାନଗୁଡିକୁ ଏବେ ସୁରକ୍ଷା ବଳୟରେ ରଖାଯାଇଛି । ହୀରାକୁଦ ଡ୍ୟାମକୁ ମଧ୍ୟ ସୂରକ୍ଷାରେ ରଖାଯାଇଛି । ଶ୍ରତୁ ପକ୍ଷରୁ ପ୍ରତିଟି ଆକ୍ରମଣାତ୍ମକ ପଦକ୍ଷେପକୁ ଯେପରି ପ୍ରତିହତ କରିହେବ ସେଥିପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ସତର୍କ ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login