The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଚାରି ବର୍ଷ ପରେ ପୁଣି ଥରେ ଲଞ୍ଚ ହେବ ଚନ୍ଦ୍ରାୟନ -୩

Facebook
Twitter
LinkedIn

ନୂଆଦିଲ୍ଲୀ: ଚାରି ବର୍ଷ ପରେ ପୁଣି ଥରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବ ଭାରତ । ଆସନ୍ତା ଜୁଲାଇରେ ଚନ୍ଦ୍ରାୟନ -୩ ଲଞ୍ଚ କରିବ ଇସ୍ରୋ । ଚନ୍ଦ୍ରାୟନ-୨ ମିଶନରୁ ମିଳିଥିବା ଶିକ୍ଷା ଓ ବିଶ୍ବସ୍ତରୀୟ ବିଶେଷଜ୍ଞଙ୍କ ପରାମର୍ଶକୁ ଆଧାର କରି ଚନ୍ଦ୍ରାୟନ-୩ର ପରୀକ୍ଷଣ କରାଯାଇଛି । ଚନ୍ଦ୍ରାୟନ-୨ ମିଶନ ବେଳେ ଲ୍ୟାଣ୍ଡର ବିକ୍ରମ ଲୁନାର ସରଫେସରେ କ୍ରାସ୍ ହୋଇଯାଇଥିଲା । ମାତ୍ର ଚନ୍ଦ୍ରାୟନ-୨ରେ ଚନ୍ଦ୍ର ପୃଷ୍ଠକୁ ପଠାଯାଇଥିବା ଅର୍ବିଟର ଏବେ ବି ସଫଳତାର ସହ କାର୍ୟ୍ୟ କରୁଛି । ତେବେ ଚନ୍ଦ୍ରାୟନ-୩ର ଆବଶ୍ୟକ ପରୀକ୍ଷା ଶେଷ ହୋଇଛି ଏବଂ ୨୦୨୩ ଜୁଲାଇରେ ଲଞ୍ଚ ହେବା ଯୋଜନା ରହିଛି ବୋଲି ଇଣ୍ଡିଆନ ସ୍ପେସ ରିସର୍ଚ୍ଚ ଅରଗାନାଇଜେସନ ବା ଇସ୍ରୋ ମୁଖ୍ୟ ଏସ ସୋମନାଥ କହିଛନ୍ତି । ଏଲଭିଏମ୩ ରକେଟ ଯୋଗେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login