The Ultimate Managed Hosting Platform
ADVERTISEMENT

ଚାଷୀ-ପୋଲିସ ଧସ୍ତାଧସ୍ତି

Facebook
Twitter
LinkedIn

ଭୁବନେଶ୍ୱର- ବିଧାନସଭା ଆଗରେ ଆନ୍ଦୋଳନକାରୀ ଚାଷୀ-ପୋଲିସ ଧସ୍ତାଧସ୍ତି । ମାଷ୍ଟର କ୍ୟାଣ୍ଟିନରୁ ବିଧାନସଭା ଅଭିମୁଖେ ଚାଷୀ । ବିଧାନସଭା ଘେରାଉ ଉଦ୍ୟମ ବେଳେ ପୋଲିସ ସହ ଧସ୍ତାଧସ୍ତି । ଚାଷୀଙ୍କୁ ପେନସନ ଦାବୀରେ ବିଧାନସଭା ଘେରାଉ । ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଘେରାଉ ।

ଗୃହ ୪ଟା ଯାଏଁ ମୁଲତବି
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login