The Ultimate Managed Hosting Platform
ADVERTISEMENT

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

Facebook
Twitter
LinkedIn

ଭୁବନେଶ୍ୱର : ଆଜି ମୁମ୍ବାଇ ଗସ୍ତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସର୍ଭାଇକାଲ ଆଥ୍ରାଇଟସ ଚିକିତ୍ସା ପାଇଁ ଆଜି ମୁମ୍ବାଇ ଗସ୍ତରେ ଯାଇଛନ୍ତି । କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ଚିକିତ୍ସା । ୨୨ ତାରିଖରେ ହେବ ସର୍ଭାଇକାଲ ଆଥ୍ରାଇଟସ ଅସ୍ତ୍ରୋପଚାର । ଏଥିପାଇଁ ମୁମ୍ବାଇରେ ଡାକ୍ତରଙ୍କ ସହ ଯୋଗାଯୋଗରେ ଅଛନ୍ତି ପ୍ରଖ୍ୟାତ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା । ନବୀନଙ୍କ ପାଇଁ ଚାରିଆଡ଼ୁ ଛୁଟିଛି ଆଶୁ ଆରୋଗ୍ୟ କାମନା । ନବୀନ ନିବାସରେ ମହିଳା ନେତ୍ରୀ ମାନେ କଳସ ବସାଇ, ଶଙ୍ଖ ହୁଳହୁଳି ପକାଇ ଶୁଭ ମନାସିଛନ୍ତି । ସେହିପରି ବିମାନବନ୍ଦରରେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ରହି ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି...

ADVERTISEMENT
ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ତୀବ୍ର ହେଉଛି ଇସ୍ରାଏଲ – ଇରାନ ଯୁଦ୍ଧ ; ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ

ନୂଆଦିଲ୍ଲୀ : ଦିନକୁ ଦିନ ତୀବ୍ର ହେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ । ଇସ୍ରାଏଲ-ଇରାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ବୃଦ୍ଧି ପାଉଛି । ୮ ଦିନ ଧରି ଲଗାତାର ହେଉଛି...

Login