The Ultimate Managed Hosting Platform
ADVERTISEMENT

ଚିକେନ ସୁରମା ଖାଇ ୧୨ ଅସୁସ୍ଥ

Facebook
Twitter
LinkedIn

ମୁମ୍ବାଇ : ଚିକେନ ସୁରମା ଖାଇ ୧୨ ଅସୁସ୍ଥ । ମୁମ୍ବାଇର ଗୋରେଗାଓଁ ଅଞ୍ଚଳରେ ଏକ ଆମିଷ ଖାଦ୍ୟ ଦୋକାନରେ ଖାଦ୍ୟ ଖାଇବା ପରେ ୧୨ ଜଣ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଖାଦ୍ୟରେ ବିଷାକ୍ତ ଦ୍ରବ୍ୟ ଥିବା ସନ୍ଦେହ କରାଯାଉଛି। ଏକ ଚିକେନ୍ ସ୍ବରମା ଦୋକାନରେ ଚିକେନ ଖାଇ ଲୋକମାନେ ଅସୁସ୍ଥ ହୋଇଥିବା ରବିବାର ନାଗରିକ ଅଧିକାରୀ ସୂଚନା ଦେଇଛନ୍ତି।ତେବେ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିବା ୧୨ ଜଣ ଆହତଙ୍କ ମଧ୍ୟରୁ ୯ ଜଣଙ୍କୁ ଡିସଚାର୍ଜ କରାଯାଇଥିବା ବେଳେ ତିନି ଜଣ ଏବେ ବି ଅସୁସ୍ଥ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ନଅ ଜଣଙ୍କୁ ଡିସଚାର୍ଜ ହୋଇଥିବା ବେଳେ ଅନ୍ୟ ତିନିଜଣ ଚିକିତ୍ସିତ ହେଉଛନ୍ତି ବୋଲି ବ୍ରିହାନମ୍ବାଇ ମ୍ୟୁନିସିପାଲ କର୍ପୋରେସନ (ବିଏମସି) ଅଧିକାରୀ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login