The Ultimate Managed Hosting Platform
ADVERTISEMENT

ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ, ସୁନ୍ଦରଗଡରେ ଆଉ ୧୩ ଆକ୍ରାନ୍ତ

Facebook
Twitter
LinkedIn

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାରେ ଆଉ ୧୩ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ । ଜିଲ୍ଲାରେ ମୋଟ ସ୍କ୍ରବ ଟାଇଫଓ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩କୁ ବୃଦ୍ଧି । ସ୍କ୍ରବ ଟାଇଫଓ ଆକ୍ରାନ୍ତ ଚିହ୍ନଟ ନେଇ ସିଡିଏମଓଙ୍କ ସୂଚନା । ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଭାବେ ICUରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏହି ରୋଗ ଏକ ନିର୍ଦ୍ଦିଷ୍ଟ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ପୋଲିସ SI ନିଯୁକ୍ତି କେଳେଙ୍କାରୀ ; ସାଇଣ୍ଟିଫିକ ଲ୍ୟାବ ଗଲା ଜବତ ୧୧୦ ମୋବାଇଲ

ଭୁବନେଶ୍ୱର : ପୋଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍...

Login