The Ultimate Managed Hosting Platform
ADVERTISEMENT

ଚିଲିକାରେ ଡଙ୍ଗାରୁ ଖସି ଚାଳକ ମୃତ

Facebook
Twitter
LinkedIn

ଟାଙ୍ଗୀ : ଚିଲିକାରେ ଅଘଟଣ । ଡଙ୍ଗାରୁ ଖସି ଚାଳକ ମୃତ । ମୃତ ଡଙ୍ଗା ଚାଳକଙ୍କ ନାମ ମୁନା ଦେହୁଡି । ସେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ସାମନ୍ତରାୟପୁର ଅଂଚଳର । ତେବେ ମୃତ୍ୟୁର କାରଣ ଜଣାପଡିନାହିଁ । ବାଲୁଗାଁ ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରି ବାଲୁଗାଁ ଡାକ୍ତରଖାନାରେ ପହଁଚାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login