The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଚିଲିକା ମଝିରେ ଫସିଲା ଡଙ୍ଗା

Facebook
Twitter
LinkedIn

କୃଷ୍ଣପ୍ରସାଦ : ଚିଲିକା ମଝିରେ ଅଟକିଲା ଯାତ୍ରୀବାହୀ ଡଙ୍ଗା । ଜହ୍ନିକୁଦାରୁ ସାତପଡା ଅଭିମୁଖେ ଯାଉଥିବା ବେଳେ ଅଟକିଲା । ଡଙ୍ଗାରେ ୬୦ ଜଣ ଯାତ୍ରୀ ଓ ୪୦ଟି ବାଇକ ଥିବା ସୂଚନା । ମେସିନ ଖରାପ ଯୋଗୁଁ ଡଙ୍ଗାଟି ଖରାପ ଥିବା ସୂଚନା । ଦିନ ଗୋଟାଏରେ ଜହ୍ନିକୁଦା ଘାଟ ନିକଟରୁ ସାତପଡ଼ା ଅଭିମୁଖେ ଚିଲିକାରେ ଯାତ୍ରା ଆରମ୍ଭ କରିଥିଲା ଏହି ଡଙ୍ଗା । ତେବେ କିଛି ବାଟ ଯିବା ପରେ ଡଙ୍ଗାର ମେସିନ ଖରାପ ହୋଇଯାଇଥିବା ଯୋଗୁଁ ଏହା ମଝି ଚିଲିକାରେ ଅଟକି ରହିଛି । ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନକୁ ନିବେଦନ କରିଛନ୍ତି ଫସିରହିଥିବା ଯାତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login