The Ultimate Managed Hosting Platform
ADVERTISEMENT

ଚିଲିରେ ଭୟଙ୍କର ଭୂକମ୍ପ

Facebook
Twitter
LinkedIn

ଚିଲି: ଦକ୍ଷିଣ ଆମେରିକାର ଚିଲିରେ ଭୀଷଣ ଭୂମିକମ୍ପ ହୋଇଛି । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୩ ଥିବା ରେକର୍ଡ କରାଯାଇଛି । ସାମ ପେତ୍ରାଦା ଆଟାକାମା ସହରର ୪୧ କିମି ଦକ୍ଷିଣ ପୂର୍ବରେ ୧୨୮ କିଲୋମିଟର ଗଭୀରତାରେ ଭୂମିକମ୍ପର କେନ୍ଦ୍ର ସୃଷ୍ଟି ହୋଇଛି । ତେବେ ଏହାପରେ କୌଣସି ସୁନାମୀର ସୂଚନା ଦିଆଯାଇନାହିଁ କିମ୍ପା ଏଯାଏଁ କୌଣସି କ୍ଷୟକ୍ଷତିର ସଠିକ ସୂଚନା ମିଳିନାହିଁ । ଏନେଇ ୟୁନାଇଟେଡ୍ ଷ୍ଟେଟ୍ସ ଜିଓଲୋଜିକାଲ୍ ସର୍ଭେ ପକ୍ଷରୁ ସୂଚନା ମିଳିଛି। ତେବେ ଏନେଇ ଏବେ କୌଣିସି ସୁନାମୀ ନେଇ ସୂଚନା ମିଳିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login