The Ultimate Managed Hosting Platform
ADVERTISEMENT

ଚୀନ ସହ ଟ୍ରମ୍ପଙ୍କ ଟିକଟକ ଡିଲ୍

Facebook
Twitter
LinkedIn

ଆମେରିକା : ଚୀନ ସହ ଟ୍ରମ୍ପଙ୍କ ଟିକଟକ ଡିଲ୍ । ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ଚୀନ ରାଷ୍ଟ୍ରପତି ଜିନପିଙ୍ଗ ସହ ଟେଲିଫୋନରେ ଆଲୋଚନା କରିଛନ୍ତି । ଆଲୋଚନାରେ ଟିକଟକ ଡିଲକୁ ଜିନପିଙ୍ଗ ଅନୁମୋଦନ ଦେଇଛନ୍ତି । ସୂଚନାନୁଯାୟୀ, ଚୀନ ସହ ଆମେରିକାର ଭଲ ସଂପର୍କ ରହିଛି । ଚାର୍ଲି ଟିକଟକ ସପକ୍ଷରେ ଥିବା ଟ୍ରମ୍ପ କହିଛନ୍ତି । ପ୍ରାୟ ଦୁଇ ଘଣ୍ଟା ଧରି ଟ୍ରମ୍ପ-ଜିନପିଙ୍ଗଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏଥିରେ ବାଣିଜ୍ୟ, ରୁଷିଆ-ୟୁକ୍ରେନ ୱାର ଓ ଗାଜା ପ୍ରସଙ୍ଗରେ କଥାବାର୍ତ୍ତା ହୋଇଛି । ଆସନ୍ତାବର୍ଷ ପ୍ରାରମ୍ଭରେ ଟ୍ରମ୍ପ ଚୀନ ଗସ୍ତରେ ଯିବେ ବୋଲି କହିଛନ୍ତି । ଦକ୍ଷିଣ କୋରିଆରେ ଅକ୍ଟୋବରରେ ଅନୁଷ୍ଠିତ ହେବାକୁ ଥିବା ଏସିଆ-ପାସିଫିକ ଇକୋନୋମିକ କୋଅପରେସନ ସମ୍ମିଳନୀରେ ଜିନପିଙ୍ଗକୁ ଭେଟିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login