May 16, 2024 5:06 am

The Ultimate Managed Hosting Platform
ADVERTISEMENT

ଚେନ୍ନାଇର ଅଧିନାୟକ ପଦ ଛାଡିଲେ ଧୋନୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଆଇପିଏଲ ପୂର୍ବରୁ ବଡ ଘୋଷଣା କରିଛନ୍ତି ଚେନ୍ନାଇ ସୁପର କିଙ୍ଗସର ଫ୍ରାଞ୍ଚାଇଜ । ବର୍ତ୍ତମାନ ଚେନ୍ନାଇର ଅଧିନାୟକ ପଦ ଛାଡିଦେଇଛନ୍ତି ମହେନ୍ଦ୍ର ସିଂ ଧୋନୀ । ଆଉ ନୂଆ ଅଧିନାୟକ ଭାବେ ଋତୁରାଜ ଗାଏକ୍ୱାର୍ଡଙ୍କୁ ଦାୟିତ୍ୱ ମିଳିଛି । ଚଳିତ ବର୍ଷ ଧୋନୀଙ୍କ ବଦଳରେ ଗାଏକ୍ୱାର୍ଡଙ୍କୁ ଚେନ୍ନାଇ ଦଳର ଅଧିନାୟକ ଭାବେ ଦେଖିବାକୁ ମିଳିବ ।୨୭ ବର୍ଷିୟ ଋତୁରାଜ ଗାଓକ୍ୱାର୍ଡ ଚେନ୍ନାଇ ଦଳର ୪ର୍ଥ ଅଧିନାୟକ ଭାବେ ଦାୟିତ୍ୱ ନେବେ । ଏହା ପୂର୍ବରୁ ଧୋନୀଙ୍କ ବ୍ୟତୀତ ସୁରେଶ ରାଇନା ଓ ରବିନ୍ଦ୍ର ଜାଡେଜା ଅଧିନାୟକ ରହିସାରିଛନ୍ତି । ଧୋନୀ ୨୧୨ ମ୍ୟାଚରେ ଅଧିନାୟକ ରହିଥିବା ବେଳେ ଜାଡେଜା ୮ ଓ ରାଇନା ୫ ମ୍ୟାଚରେ ଅଧିନାୟକ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ବୁଡିଲା ସେୟାର ବଜାର, ସେନସେକ୍ସ ୭୦୦ ଅଙ୍କ ଖସିଲା

ମୁମ୍ବାଇ: ସୋମବାର ଶେୟାର ବଜାରରେ କମ୍ପନ ଦେଖାଦେଇଛି। ବଜାର ଖୋଲିବାମାତ୍ରେ ସେନସେକ୍ସ ୭୦୦ ଅଙ୍କ ଖସିଛି। ଏହା ସହିତ ଟାଟାର ଶେୟାର ଧରାଶାୟୀ ହୋଇଛି। ମୁଦ୍ରାସ୍ଫୀତି ତଥ୍ୟ...

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୁଡୁଲ୍ସ ନେଲା ବାଳକର ଜୀବନ ! ପରିବାର ସଦସ୍ୟ ଅସୁସ୍ଥ

ନୂଆଦିଲ୍ଲୀ: ନୁଡୁଲ୍ସ ଖାଇବା ପରେ ଚାଲିଗଲା ବାଳକର ଜୀବନ। ଉତ୍ତରପ୍ରଦେଶର ପିଲିଭିତରେ ଘଟିଛି ଏଭଳି ଘଟଣା। ଗୋଟାଏ ପରିବାରର ୬ଜଣ ଲୋକ ନୁଡୁଲ୍ସ ଖାଇବା ପରେ ଅସୁସ୍ଥ...

ADVERTISEMENT
୨ ପୋଲିଂ ଅଫିସର ସସପେଣ୍ଡ

୨ ପୋଲିଂ ଅଫିସର ସସପେଣ୍ଡ

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ...

Login