The Ultimate Managed Hosting Platform
ADVERTISEMENT

ଚୋରି କରିବାକୁ ଆସି କୂଅରେ ପଡିଗଲା ଚୋର

Facebook
Twitter
LinkedIn

କେନ୍ଦୁଝର : ଚୋରି କରିବାକୁ ଆସି କୂଅରେ ପଡିଲା ଚୋର ।ଛେଳି କଣ ଚୋରି କରିବା ନିଜେ କୂଅରେ ପଡିଗଲା ଚୋର । ସାରା ରାତି କୂଅ ଭିତରେ ରହିଲା ।ସକାଳୁ ଗାଁ ଲୋକେ କୂଅ ଭିତରେ ଚୋର ପଡିଥିବା ଦେଖିଥିଲେ । କେନ୍ଦୁଝର ଚମ୍ପୁଆ ବ୍ଲକ ବାରିଆ ଥାନା ଅନ୍ତର୍ଗତ ଝାଲିଆବେଡା ଗାଁରେ ଘଟିଛି ଏଭଳି ଘଟଣା । ଗାଁ ଲୋକ ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେବା ପରେ ଘଟଣାସ୍ଥଳରେ ପହଞ୍ଚି ଚୋରକୁ ଉଦ୍ଧାର କରିଥିଲେ । ପୋଲିସ ଚୋରକୁ କୂଅରୁ ଉଦ୍ଧାର କରି ଥାନାରେ ଅଟକ ରଖି ପଚରାଉଚରା କରୁଛି । ଯୁବକ ଜଣକ ମୟୁରଭଞ୍ଜ ଜିଲ୍ଲା ହାଟବାଦଡା ଦେଓଗାଁର ଅରୁଣ ମହାନ୍ତ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login