ନୂଆଦିଲ୍ଲୀ : ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ପୁଅ ଗିରଫ । ଭୂପେଶ ବଘେଲଙ୍କ ପୁଅ ଚୈତନ୍ୟ ବଘେଲ ଗିରଫ । ବହୁ କୋଟି ଟଙ୍କାର ମଦ ସ୍କାମରେ ଗିରଫ କଲା ଇଡି । ଆଜି ସକାଳେ ଭୂପେଶ ବାଘେଲଙ୍କ ଭିଲାଇସ୍ଥିତ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଥିଲା । ଚଢ଼ାଉ ପରେ ଇଡି ଦଳ ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟ ବାଘେଲଙ୍କୁ ଗିରଫ କରିଛି । ଏହା ସହ ଚଢ଼ାଉ ଏବେ ବି ଜାରି ରହିଥିବା ସାମ୍ନାକୁ ଆସିଛି । ସବୁଠୁ ବଡ଼ କଥା ହେଲା ଆଜି ହେଉଛି ଚୈତନ୍ୟ ବାଘେଲଙ୍କ ଜନ୍ମଦିନ । ଜନ୍ମଦିନରେ ତାଙ୍କୁ ଗିରଫ କରି ଇଡି ତାଙ୍କୁ ଉପହାର ଦେଇଥିବା ଭୂପେଶ ବାଘେଲ କହିଛନ୍ତି । ଇଡି ଦଳ ଚଢାଉ ପାଇଁ ପହଞ୍ଚିବା ପରେ ଭୂପେଶ ବାଘେଲ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଲେଖିଥିଲେ ଯେ, ତାଙ୍କ ପୁଅକୁ ‘ଜନ୍ମଦିନର ଉପହାର’ ମିଳିଛି । ଅନ୍ୟପକ୍ଷରେ, ଇଡି ଚଢାଉ ସମ୍ପର୍କରେ ସୂଚନା ପାଇବା ମାତ୍ରେ ଭୂପେଶ ବାଘେଲଙ୍କ ସମର୍ଥକମାନେ ତାଙ୍କ ଘର ବାହାରେ ଏକାଠି ହୋଇ ବିରୋଧ ପ୍ରଦର୍ଶନ ଆରମ୍ଭ କରିଛନ୍ତି । ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ପୁଲିସ ଓ ଭୂପେଶଙ୍କ ସମର୍ଥକ ମୁହାଁମୁହିଁ ହୋଇଛନ୍ତି ।
ଛତିଶଗଡ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







