ନୀଳଗିରି : ୪ର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଯାତନା । ପ୍ରଧାନଶିକ୍ଷକ ସସପେଣ୍ଡ । ପ୍ରଧାନଶିକ୍ଷକ ଓ ସହକାରୀ ଶିକ୍ଷକହ୍କୁ ନିଲମ୍ବନ କଲେ ବିଇଓ । ସ୍କୁଲ ହଷ୍ଟଲରେ ଛାତ୍ରଙ୍କ ଗୋଡରେ ବେଡି ପକାଇ ଦୀର୍ଘ ଦିନ ରଖାଯାଇଥିଲା । ଗତକାଲି ବେଗୁନିଆ ସ୍କୁଲ ହଷ୍ଟେଲରେ ଘଟିଥିଲା ଅଘଟଣ ।
Views: 36

ଭୁବନେଶ୍ୱର : ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯ୍ଧବ ଘୋଷଣା ହେବ । ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।...
ଭୁବନେଶ୍ୱର : ସ୍ଥଗିତ ହେଲା ANMର ଦ୍ୱିତୀୟ ବର୍ଷ ଆଜିର ପରୀକ୍ଷା । ପଞ୍ଚମ ପେପର –ମିଡ ବ୍ୱାଇଫେରୀ ପରୀକ୍ଷା ସ୍ଥଗିତ । ପରବର୍ତ୍ତୀ ନିଦେ୍ର୍ଦଶନାମା ପର୍ଯ୍ୟନ୍ତ...
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଚମ୍ପୱାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘାଟ ନିକଟରେ ବାଗଧାରା ଏକ ବରଯାତ୍ରୀ ଗାଡ଼ି ବିବାହ ଅତିଥିମାନଙ୍କୁ ନେଇ ଯାଉଥିବା ଏକ କାର...
ନୂଆଦିଲ୍ଲୀ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା ଦେଇଥିବା ସଙ୍କଟକୁ ନେଇ ବଡ ପଦକ୍ଷେପ ନେଇଛି ଡିଜିସିଏ । ନିୟମରେ ପରିବର୍ତ୍ତନ କରି ଡିଜିସିଏ ସାପ୍ତାହିକ...