The Ultimate Managed Hosting Platform
ADVERTISEMENT

ଜଗତସିଂହପୁରରେ ମତଦାନ ବନ୍ଦ, ଭୋଟ୍ ବାକ୍ସ ଉଠାଇ ନେଲେ ଦୁର୍ବୃତ୍ତ

Facebook
Twitter
LinkedIn

ଜଗତସିଂହପୁର : ଭୋଟ୍ ବାକ୍ସ ଉଠାଇ ନେଲେ ଦୁର୍ବୃତ୍ତ । ଏପରି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ପଟସରା ପଞ୍ଚାୟତ ଢୋଲ ବନ୍ଧ ପ୍ରାଥମିକ ବିଦ୍ୟାଳୟରେ । ତେବେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି । ଉତ୍ତ୍ୟକ୍ତ ଲୋକେ ୧ ନଂ ବୁଥର ଭୋଟ୍ ବାକ୍ସ ଉଠାଇ ନେଇଛନ୍ତି। ଫଳରେ ଏହି ବୁଥ୍ ରେ ମତଦାନ ବନ୍ଦ ରହିଛି । ସେପଟେ ସଦର ବ୍ଲକ୍ ପଟସରା ପଂଚାୟତ ୨ ଓ ୩ ନମ୍ବର ବୁଥରେ ମଧ୍ୟ ଗ୍ରାମବାସୀଙ୍କ ଦ୍ୱାରା ଭୋଟ୍ ବର୍ଜନ । ଗ୍ରାମର ବିଭିନ୍ନ ସମସ୍ୟାକୁ ନେଇ ଭୋଟ୍ ବର୍ଜନ କରିଥିଲେ ଗ୍ରାମବାସୀ । ତେବେ ବୁଥ୍ ଆଗରେ ଧାରଣାରେ ବସିଛନ୍ତି ଲୋକେ । ଘଟଣାସ୍ଥଳରେ ଜଗତସିଂହପୁର ପୋଲିସ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀ ଦ୍ୱାରକା ଅଞ୍ଚଳରେ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ । ଆପାର୍ଟମେଣ୍ଟର ୮ ମହଲା ବିଲଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ୮ଟି ଅଗ୍ନିଶମ ଟିମ୍ ଦ୍ୱାରା...

ADVERTISEMENT
ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ଆସନ୍ତାକାଲି ମହାକାଶ ଯିବେ ଶୁଭାଂଶୁ

ନୂଆଦିଲ୍ଲୀ : ଆସନ୍ତାକାଲି ଇଣ୍ଟର ନ୍ୟାସନାଲ ସ୍ପେସ ଷ୍ଟେସନକୁ ଯିବେ ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା । ମହାକାଶଚାରୀ ସୁନିତା ୱିଲିୟମ୍ସଙ୍କୁ ପୃଥିବୀକୁ ଆଣିଥିବା...

Login