The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଜଗନ୍ନାଥପୁର ବାଲିକୁଦରୁ ଏକ କୁମ୍ଭୀରର ମୃତଦେହ ଠାବ, ଲମ୍ବ ୭.୫ ଫୁଟ୍‌

Facebook
Twitter
LinkedIn

ବୌଦ୍ଧ : ବୌଦ୍ଧ ବ୍ଲକ ଅନ୍ତର୍ଗତ ମହାନଦୀର ଜଗତି ଜଗନ୍ନାଥପୁର ବାଲିକୁଦରୁ ଏକ କୁମ୍ଭୀରର ମୃତଦେହ ଠାବ ହୋଇଛି। ଏନେଇ ଖବର ପାଇ ବୌଦ୍ଧ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତ କୁମ୍ଭୀରଟିକୁ ଉଦ୍ଧାର କରି ବାମଣ୍ଡା ବନ ବିଭଗ ନର୍ସରୀ ଠାରେ ରଖିଥିଲା। ତେବେ ନନ୍ଦନକାନନର ଏକ ସାଇଣ୍ଟିଫିକ୍ ଟିମ୍ ପହଞ୍ଚିବା ପରେ ସେମାନଙ୍କ ଉପସ୍ଥିତିରେ ପ୍ରାଣୀ ଚିକିତ୍ସକ ଡା. ପ୍ରିୟବ୍ରତ ବେହେରା କୁମ୍ଭୀରର ଶବ ବ୍ୟବଚ୍ଛେଦ କରିଛନ୍ତି। ମୃତ କୁମ୍ଭୀରର ଲମ୍ବ ୭.୫ ଫୁଟ ହୋଇଥିବାବେଳେ ଚଉଡା ପ୍ରାୟ ୩୦ ଇଞ୍ଚ ହେବ ବୋଲି ଏନେଇ ସୂଚନା ମିଳିଛି। ତେବେ ମୃତ କୁମ୍ଭୀର ଦେହରେ କୌଣସି କ୍ଷତ ନଥିବା ବେଳେ ଶରୀର ଭିତରେ ରକ୍ତଶ୍ରାବ ଯୋଗୁଁ ତାହାର ମୃତ୍ୟୁ ହୋଇଥିବା ଜଣାପଡିଛି। କୁମ୍ଭୀରଟିକୁ ପ୍ରାୟ ୭ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ମୃତ କୁମ୍ଭୀର ଲାଞ୍ଜରେ ଏକ ଟ୍ୟାଗ ଲାଗିଛି ଓ ସେଥିରେ ଏମ୍‌କେଏମ୍ ୧୪୯ ଲେଖାହୋଇଛି । ମୃତ କୁମ୍ଭୀରଟି ଟିକରପଡା ଠାରୁ ଭାସି ଆସିଥିବା ଅନୁମାନ କରାଯାଉଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login