The Ultimate Managed Hosting Platform
ADVERTISEMENT

ଜଙ୍ଗଲରେ ଦନ୍ତାହାତୀର ମୃତଦେହ ଠାବ

Facebook
Twitter
LinkedIn

ବାଲୁଗାଁ: ଜଙ୍ଗଲରେ ଦନ୍ତାହାତୀର ମୃତଦେହ ଠାବ । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ରେଞ୍ଜ ଅନ୍ତର୍ଗତ ବରବରା ସେକ୍ସନ ଅଧିନ ଖରିଆପଲ୍ଲୀ ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁଦେହ ପଡିଥିବାର ଦେଖି ବାକୁ ମିଳିଛି। ମୃତ ହାତୀର ଆନୁମାନିକ ବୟସ ୨୫ରୁ ୩୦ ବର୍ଷ ହେବ ବୋଲି ଜଣାପଡ଼ିଛି। ଖବର ପାଇ ବିଭାଗୀୟ ଡ଼ିଏଫଓ ପୂର୍ଣ୍ଣିମା ପାଣ୍ଡିଆନ ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ତଦନ୍ତ ପରେ ମୃତ୍ୟୁର କାରଣ ସଠିକ୍ ଜଣା ପଡିବ ବୋଲି ଡିଏଫଓ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login