ଯାଜପୁର : ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର । ଯାଜପୁର ଟମକା ଥାନା ଅନ୍ତର୍ଗତ ଟମକା ପାର୍କ ନିକଟରେ ଥିବା ଜଙ୍ଗଲରୁ ଆଜି ସକାଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମହିଳାଙ୍କର ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ଟମକା ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।
Views: 87