The Ultimate Managed Hosting Platform
ADVERTISEMENT

ଜଙ୍ଗଲରେ ଦନ୍ତାର ମୃତଦେହ ଠାବ

Facebook
Twitter
LinkedIn

ରେଢାଖୋଲ : ବଡବାହାଲ ରେଞ୍ଜ ବଡକୁଡା ଜଙ୍ଗଲରେ ଦନ୍ତାର ମୃତଦେହ । ମୃତ ଦନ୍ତାର ଆନୁମାନିକ ବୟସ ୨୦ ବର୍ଷ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପହଁଚି ବନବିଭାଗର ତନାଘନା । ରେଢାଖୋଲରେ ବିଗତ ଏକ ବର୍ଷ ମଧ୍ୟରେ ୬ଟି ହାତୀର ମୃତ୍ୟୁକୁ ନେଇ ବନ ବିଭାଗର ମୁଣ୍ଡବ୍ୟଥା ବଢିଛି। ଏହାକୁ ନେଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି । ହାତୀ ମୃତ୍ୟୁକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login