ମାଲକାନଗିରି : ଜଙ୍ଗଲରୁ ମିଳିଲା ୨ଟି ମୃତଦେହ । ତମସା ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର । ୩ ଦିନ ତଳୁ ଉଭୟ ନିଖୋଜ ଥିଲେ । ବିଷ ପିଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ମାଲକାନଗିରି ପୋଲିସ ତଦନ୍ତ ଜାରି ।
Views: 81

ବ୍ୟୁରୋ : ଆମେ ସ୍ବାଦ ପାଇଁ ଲୁଣ ବ୍ୟବହାର କରିଥାଉ । ଲୁଣ ବିନା ଖାଦ୍ୟର ସ୍ବାଦ ମୂଲ୍ୟହୀନ । ଯେତେ ମସଲା ଦେଇ ରାନ୍ଧିଲେ ମଧ୍ୟ...
ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...
ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା । ପାହାଡିଆ ଅଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଭୂସ୍ଖଳନ । ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁଁ ଜନଜୀବନ...
ନୂଆଦିଲ୍ଲୀ : ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ଆରଏମଏଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...