The Ultimate Managed Hosting Platform
ADVERTISEMENT

ଜନ୍ମ ମାଟିରେ ମହାମହିମ ରାଷ୍ଟ୍ରପତି

Facebook
Twitter
LinkedIn

ଭୁବନେଶ୍ୱର : ନିଜ ଜନ୍ମମାଟିରେ ପହଞ୍ଚିଛନ୍ତି ମହାମହିମ । ମୟୂରଭଞ୍ଜ ଉପରବେଡା ଗାଁ ସ୍କୁଲରେ କାର୍ୟ୍ୟକ୍ରମରେ ଦେବେ ଯୋଗ । ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉପରବେଡାକୁ ସୁସଜ୍ଜିତ କରାଯାଇଛି । ଏଥିସହିତ ସୁରକ୍ଷାକୁ କଡାକଡି କରାଯାଇଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମହାମହିମଙ୍କ ସୁରକ୍ଷା ପାଇଁ ସୁରକ୍ଷା ଦୃଷ୍ଟିରୁ ଉପରବେଡ଼ା ସମେତ ବିଭିନ୍ନ ସ୍ଥାନରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ ରହିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ସମୟରେ ଯେପରି କୌଣସି ତ୍ରୁଟି ନହୁଏ ଏପ୍ରତି ସ୍ବତନ୍ତ୍ର ଦୃଷ୍ଟି ରଖାଯାଇଥିବା ପୁଲିସ ପ୍ରଶାସନ କହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login