The Ultimate Managed Hosting Platform
ADVERTISEMENT

ଜବତ ହେଲା ୧ କ୍ୱିଣ୍ଟାଲ ଗଞ୍ଜେଇ, ୩ ଗିରଫ

Facebook
Twitter
LinkedIn

ମୋହନା: ଜବତ ହେଲା ୧ କ୍ୱିଣ୍ଟାଲ ୯୭ କେଜି ଗଞ୍ଜେଇ । ଗଜପତି ଜିଲ୍ଲା ମୋହନା ଥାନା ପୋଲିସକୁ ବଡ ସଫଳତା । ଗଞ୍ଜେଇ ଚାଲାଣ ଅଭିଯୋଗରେ ୩ ଜଣ ଗିରଫ । ସୂଚନା ଅନୁସାରେ ମୋହନାରୁ ବ୍ରହ୍ମପୁରକୁ ପିପୁଳ ପରିମାଣରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ମୋହନା ପୋଲିସ କମଳାପୁର ଛକରେ ପାଟ୍ରୋଲିଂ କରୁଥିବା ବେଳେ ଜବତ କରିଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ହେବ । ପୋଲିସ ଏ ନେଇ ମାମଲା ରୁଜୁ କରି ତିନି ଜଣଙ୍କୁ କୋର୍ଟ ଚାଲାଣ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login