The Ultimate Managed Hosting Platform
ADVERTISEMENT

ଜମିବାଡି ବିବାଦରୁ ପେଟ୍ରୋଲ ଢାଳି ଜାଳିଦେଲେ ଘର

Facebook
Twitter
LinkedIn

କୋଣାର୍କ : ଜମିବାଡ଼ି ବିବାଦରୁ ଉତ୍ତେଜନା । ଅଭିଯୋଗ ଆସିଛି ପୁରୀ ଜିଲ୍ଲା କାକଟପୁର ଥାନା ଅନ୍ତର୍ଗତ ବାଙ୍ଗୁରିଗାଁ ପଞ୍ଚାୟତରେ । ସୂଚନା ଅନୁଯାୟୀ, ସେହି ପଞ୍ଚାୟତର ଶ୍ରୀଚନ୍ଦନପୁର ଗାଁର କିଛି ଲୋକ ପେଟ୍ରୋଲ ଢାଳି ଶଙ୍କିଆପଦା ଗାଁର ଜଣେ ବ୍ୟକ୍ତିଙ୍କ ଦୁଇ ବଖରା ଘର ଜାଳିଦେବା ସହ ତାଙ୍କ ବୋହୂଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏନେଇ ସଂପୃକ୍ତ ବ୍ୟକ୍ତି କାକଟପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଅଭିଯୋଗ ପରେ କାକଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି କାକଟପୁର ଚମ୍ପାହାର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଏନେଇ ଏକ ମାମଲା ରୁଜୁ କରି କାକଟପୁର ପୋଲିସ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି । ଘଟଣାରେ ଏପର‌୍ୟ୍ୟନ୍ତ କାହାରିକୁ ଗିରଫ କରି ନଥିବା ସୂଚନା ରହିଛି । ଗୁରୁତର ଦୁଇ ଦୁଇ ମହିଳାଙ୍କୁ କାକଟପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ମୁକ୍ତ ହେବେ ୨ ହଜାର ପାଲେଷ୍ଟାଇନ , ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ନୂଆଦିଲ୍ଲୀ : ଗାଜାରେ ଯୁଦ୍ଧବିରତି ଚୁକ୍ତିକୁ ଇସ୍ରାଏଲ କ୍ୟାବିନେଟର ମଞ୍ଜୁରୀ । ବନ୍ଦୀ ହୋଇ ରହିଥିବା ସମସ୍ତ ବ୍ୟକ୍ତିଙ୍କୁ ମୁକ୍ତ କରିବାକୁ ଅନୁମୋଦନ । ୭୨ ଘଣ୍ଟା...

ADVERTISEMENT
ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ

ପୁଣି ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ , ୧୨ ଯାଏଁ ବର୍ଷା ଜାରି

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ସୃଷ୍ଟ ଘୂର୍ଣ୍ଣିବଳୟ ବିଶେଷ...

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ପାକିସ୍ତାନରେ ଇଣ୍ଟରନେଟ ବନ୍ଦ ; ଟିଏଲପି ବିକ୍ଷୋଭ ନେଇ ବନ୍ଦ

ଇସଲାମବାଦ : ପାକିସ୍ତାନରେ 3G/4G ଇଣ୍ଟରନେଟ ସେବା ବନ୍ଦ । ଇସଲାମବାଦ ଓ ରାୱଲପିଣ୍ଡିରେ ଇଣ୍ଟରନେଟ ବନ୍ଦ । ପାକିସ୍ତାନ ଆଭ୍ୟନ୍ତରୀଣ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ନିଷ୍ପତ୍ତି...

Login