The Ultimate Managed Hosting Platform
ADVERTISEMENT

ଜମି ଦୁର୍ନୀତି ମାମଲାରେ ଇମ୍ରାନ ଓ ତାଙ୍କ ପତ୍ନୀଙ୍କୁ ଜେଲ

Facebook
Twitter
LinkedIn

ଇସଲାମବାଦ : ଜମି ଦୁର୍ନୀତି ମାମଲାରେ ଶୁକ୍ରବାର ଏକ ସ୍ଥାନୀୟ କୋର୍ଟ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ୧୪ ବର୍ଷ ଓ ତାଙ୍କ ପତ୍ନୀ ବୁସ୍ରା ବିବିଙ୍କୁ ୭ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ପତି-ପତ୍ନୀଙ୍କୁ ଏହି ଦଣ୍ଡାଦେଶ ଅଲ୍-କାଦିର୍ ୟୁନିଭରସିଟି ପ୍ରୋଜେକ୍ଟ ଟ୍ରଷ୍ଟ୍ ସହି ଜଡ଼ିତ ଦୁର୍ନୀତି ମାମଲାକୁ ନେଇ ମିଳିଛି। ଏହି ମାମଲାରେ ଇମ୍ରାନ ନିଜ ଆସନର ଦୁରୁପଯୋଗ କରିଥିବା ବି ପ୍ରମାଣିତ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login