The Ultimate Managed Hosting Platform
ADVERTISEMENT

ଜମି ପାଇଁ ଦୁଇ ଗୋଷ୍ଠୀ ପିଟାପିଟି

Facebook
Twitter
LinkedIn

ଆଳି : ଜମି ପାଇଁ ଦୁଇ ଗୋଷ୍ଠୀ ମଧ୍ୟରେ ପିଟାପିଟି । ଆଳି ଥାନା ମାଣିକପାଟଣା ଗାଁରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଉଭୟ ପକ୍ଷରୁ ୭ ଗୁରୁତର । ଗୁରୁତରଙ୍କୁ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ କଟକ ସ୍ଥାନାନ୍ତର ସୂଚନା । ସୂଚନାନୁସାରେ ଗତକାଲି ରାତିରେ ଏଭଳି ଅଘଟଣ ସାମ୍ନାକୁ ଆସିଛି। ଜମିଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୬ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ଆଳି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login