The Ultimate Managed Hosting Platform
ADVERTISEMENT

ଜମ୍ମୁରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

Facebook
Twitter
LinkedIn

ନୂଆଦିଲ୍ଲୀ : ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର । ରାଜୌରୀ ଜିଲ୍ଲା ନରହ୍ଲା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିହତ । ସେହିପରି ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଏଥିସହ ୩ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୬ ବର୍ଷର ସେନା କୁକୁର ‘କେଣ୍ଟ’ର ଜୀବନ ଚାଲିଯାଇଛି। ସୂଚନା ଅନୁସାରେ, ରଜୌରୀରେ ଆତଙ୍କବାଦୀ ଲୁଚିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଏହି ସମୟରେ ଆତଙ୍କବାଦୀମାନେ ଗୁଳିମାଡ଼ କରିବାରୁ ସୁରକ୍ଷାକର୍ମୀ ପାଲଟା ଜବାବ ଦେଇଥିଲେ । ଏବେବି ସଂପୃକ୍ତ ଅଞ୍ଚଳରେ ଗୁଳି ବିନିୟମ ଜାରି ରହିଛି । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login