The Ultimate Managed Hosting Platform
ADVERTISEMENT

ଜମ୍ମୁ କଶ୍ମୀରରେ ଜଳିଗଲା ସେନା ଟ୍ରକ

Facebook
Twitter
LinkedIn

ନୂଆଦିଲ୍ଲୀ : ଜମ୍ମୁ କଶ୍ମୀରରେ ଜଳିଗଲା ସେନା ଟ୍ରକ । ଫଳରେ ୪ ଜଣ ଯବାନ ସହିଦ ହୋଇଛନ୍ତି । ଅନେକ ଆହତ ହୋଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି । ଘଟଣାଟି ପୁଞ୍ଚର ଜାତୀୟ ରାଜପଥ ଉପରେ ସେନା ଗାଡିରେ ନିଆଁଲାଗିଥିବା ସୂଚନା ମିଳିଛି । ଘଟଣା ସ୍ଥଳରେ ପୋଲିସ ଏବଂ ସେନା ଅଧିକାରୀ ଉପସ୍ଥିତ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login