The Ultimate Managed Hosting Platform
ADVERTISEMENT

ଜମ୍ମୁ କାଶ୍ମୀର ଡୋଡାରେ ଭୂକମ୍ପ ଝଟକା

Facebook
Twitter
LinkedIn

ନୂଆଦିଲ୍ଲୀ : ଜମ୍ମୁ କଶ୍ମୀରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୪.୧ ରହିଛି । ସୂଚନା ମୁତାବକ, ଭୂକମ୍ପ ଯୋଗୁଁ ଏଯାଏଁ କୌଣସି କ୍ଷୟକ୍ଷତି ଆକଳନ କରାଯାଇନାହିଁ । ଭୂକମ୍ପର କେନ୍ଦ୍ର ୫ କିମି ଗଭୀରତା ଜଣାପଡିଛି । ଜମ୍ମୁ କଶ୍ମୀର ସହିତ ହିମାଚଳ ପ୍ରଦେଶ ଧର୍ମଶାଳା ସହରରେ ମଧ୍ୟ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଶନିବାର ସକାଳ ସମୟରେ ଡୋଡା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପ ଆସିବା ପରେ ଉଦ୍ଧାରକାରୀ ଦଳ ସ୍ଥିତି ଉପରେ ନଜର ରଖିଛି । ଲୋକଙ୍କୁ ସତର୍କ ରହିବାକୁ ଅପିଲ କରାଯାଇଛି । କୌଣସି ଜରୁରୀ ସ୍ଥିତିରୁ ମୁକୁଳିବା ପାଇଁ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login