The Ultimate Managed Hosting Platform
ADVERTISEMENT

ଜରୁରୀ କାଳୀନ ଅବତରଣ କଲା ନୈାସେନା ହେଲିକପ୍ଟର

Facebook
Twitter
LinkedIn

ବାରିପଦା: ଭାରତୀୟ ନୌସେନା ଦିବସରେ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକର ଗାଁ ଅମରଦା ପଞ୍ଚାୟତର ଅମରଦାଠାରେ ବିଲ ଭିତରେ ନୌସେନା ହେଲିକପ୍ଟର ଜରୁରୀକାଳୀନ ଅବତରଣ କରିଥିବା ଦେଖିବାକୁ ମିଳିଛି। ବିଲରେ ଚାଷୀମାନେ ଧାନ ଫସଲ କାଟୁଥିବା ସମୟରେ ଦେଖିବାକୁ ପାଇଥିଲେ ଏକ ହେଲିକପ୍ଟର ବିଲ ମଧ୍ୟରେ ଓହ୍ଲାଇବାକୁ ଚେଷ୍ଟା କରୁଛି । ଗୋଟିଏ ବିଲ ଭିତରେ ଓହ୍ଲାଇବାକୁ ଚେଷ୍ଟା କରୁଥିବା ବେଳେ ଧାନ କୁଟା ଉଡ଼ିବାରୁ ସେଠାରେ ଅବତରଣ କରି ନପାରି ଅନ୍ୟ ଏକ ଫାଙ୍କା ବିଲରେ ଅବତରଣ କରିଥିଲା । ଦୀର୍ଘ ୩୦ ମିନିଟ ଧରି ପାଇଲଟ ହେଲିକପ୍ଟରରୁ ଓହ୍ଲାଇ ଯାନ୍ତ୍ରିକ ତ୍ରୁଟିକୁ ସୁଧାରିଥିଲେ। ୪୫ ମିନିଟ ପରେ ପୁଣି ଉଡ଼ିବା ସକ୍ଷମ ହୋଇଥିଲା ନୌସେନା ହେଲିକପ୍ଟର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login