The Ultimate Managed Hosting Platform
ADVERTISEMENT

ଜଳସମ୍ପଦ ବିଭାଗର ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟ ଜଳସମ୍ପଦ ବିଭାଗର ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି । ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତୁତି ନେଇ ସମୀକ୍ଷା କରାଯାଇଛି । ଜଳସମ୍ପଦ ବିଭାଗର ପ୍ରସ୍ତୁତି ନେଇ ଏକ ସମୀକ୍ଷା ବୈଠକ ହୋଇଛି । ବିଭିନ୍ନ ଅବବାହିକାରେ ଥିବା ଜଳଭଣ୍ଡାର ସ୍ଥିତିକୁ ଅନୁଧ୍ୟାନ କରାଯାଉଛି । ସ୍ଥିତି ଦେଖି ସମସ୍ତ ଅଧିକାରୀ ଓ ଯନ୍ତ୍ରୀଙ୍କୁ ସତର୍କ ରହି କାର୍ୟ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ଲାଗି ସମୁଦ୍ର ଅଶାନ୍ତକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲିଠାରୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login