ହାଇଦ୍ରାବାଦ : ବସରେ ଭୟାବହ ଅଗ୍ନିକାଣ୍ଡ । ୧୧ ରୁ ଉଦ୍ଧ୍ୱର୍ ଯାତ୍ରୀଙ୍କ ମୃତ୍ୟୁ । ହାଇଦ୍ରାବାଦ-ବେଙ୍ଗାଲୁରୁ ଏନଏଚରେ ବସରେ ଲାଗିଲା ନିଆଁ । ଆନ୍ଧ୍ରର କୁର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ଅଘଟଣ । ବାଇକ ସହ ଧକ୍କା ହେବାରୁ ବସରେ ହଠାତ ଲାଗିଲା ନିଆଁ । ବସରେ ୪୨ ଜଣ ଯାତ୍ରୀ ଥିଲେ । ଅନେକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ ଶୁକ୍ରବାର ସକାଳେ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ରେ ନିଆଁ ଲାଗିଯାଇଛି। ଦୁର୍ଘଟଣାରେ୨୫ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥାଇପାରେ, କିନ୍ତୁ ଏପର୍ୟ୍ୟନ୍ତ ସରକାରୀ ରିପୋର୍ଟ ମିଳିନାହିଁ । ବସ୍ଟି ୪୨ ଜଣ ଯାତ୍ରୀଙ୍କୁ ନେଇଯାଉଥିଲା । ନିଆଁ ଲାଗିବା ସମୟରେ ୧୦ ରୁ ୧୨ ଜଣ ଯାତ୍ରୀ ବାହାରକୁ ଡେଇଁ ଦୌଡ଼ି ପଳାଇଥିଲେ। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। କଲ୍ଲୁର ମଣ୍ଡଳର ଚିନ୍ନାଟେକୁରୁ ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ଏକ ବସ୍ ଏକ ବାଇକ୍କୁ ଧକ୍କା ଦେଇଥିଲା। ବାଇକଟି ବସ୍ ତଳେ ଫସି ଯାଇଥିଲା ଏବଂ ବିସ୍ଫୋରଣ ହୋଇଥିଲା, ଯାହା ଫଳରେ ବସରେ ସଙ୍ଗେ ସଙ୍ଗେ ନିଆଁ ଲାଗିଯାଇଥିଲା । ସ୍ଥାନୀୟ ଲୋକମାନେ ତୁରନ୍ତ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ ପୋଲିସ ଏବଂ ଅଗ୍ନିଶମ ।
ଜଳିଗଲା ବସ ; ୨୫ ଜୀବନ୍ତ ଦଗ୍ଧ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







