The Ultimate Managed Hosting Platform
ADVERTISEMENT

ଜଳିଗଲା ୨ ଦୋକାନ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ

Facebook
Twitter
LinkedIn

ଚୈାଦ୍ୱାର : ନିଆଁ ଲାଗି ଜଳିଗଲା ୨ ଦୋକାନ । ଟାଙ୍ଗୀ ଥାନା ଗୋବିନ୍ଦପୁର ଛକରେ ଅଗ୍ନିକାଣ୍ଡ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ । ଗୌରାଙ୍ଗ ମହାନ୍ତି ଓ ହୃଷିକେଶ ମହାନ୍ତିଙ୍କ ଦୁଇଟି ଦୋକାନ ଜଳିପୋଡ଼ି ଛାରଖାର ହୋଇଯାଇଛି । ଉଭୟ ଦୁଇ ଭାଇ । ସୂଚନା ମୁତାବକ, ଗତ ରାତିରେ ଦୁଇ ଭାଇ ନିଜ ଦୋକାନ ବନ୍ଦ କରି ନିଜ ଘରକୁ ଚାଲିଯାଇଥିଲେ । ଘରେ ଖାଇ ଶୋଇଥିଲେ । ଦୋକାନରେ ନିଆଁ ଲାଗିବା ଦେଖି ସେହି ଠାରେ ଅନ୍ୟ ଦୋକାନରେ ଥିବା ଲୋକେ ଖବର ଦେଇଥିଲେ । ରାତି ପ୍ରାୟ ୨ଟାରେ ଖବର ପାଇ ଦୋକାନୀ ଜଣକ ଆସି ଦେଖନ୍ତି ତ ସବୁ ଜଳି ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ଘଟଣା ସ୍ଥଳରେ ଚୌଦ୍ୱାର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ ।ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଗ୍ନି ବିପନ୍ନକୁ ସହାୟତା ପାଇ ଦାବି କରିଛନ୍ତି ବିପନ୍ନ ଓ ସ୍ଥାନୀୟ ବଣିକ ସଙ୍ଘ । ଅନ୍ୟପଟେ କେହି ଜଣେ ଦୁର୍ବୃତ୍ତ ଦୋକାନରେ ନିଆଁ ଲଗାଇଥିବା ସନ୍ଦେହ କରୁଛନ୍ତି ଦୋକାନୀ ଏବଂ ସ୍ଥାନୀୟ ବାସିନ୍ଦା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login