ଭୁବନେଶ୍ୱର : ୨୦୨୨ରେ ଜଙ୍ଗଲରେ ନିଆଁ ଲାଗିବାରୁ ୮୪୫୦ ହେକ୍ଟର ଜଙ୍ଗଲ ନଷ୍ଟ । ଏ ବର୍ଷ ମାର୍ଚ୍ଚ ୧୭ ସୁଦ୍ଧା ୭୦୭୦ ହେକ୍ଟର ଜଙ୍ଗଲ ନିଆଁରେ କ୍ଷତିଗ୍ରସ୍ତ । ବିଧାୟକ ଗଣେଷ ରାମ ଖୁଣ୍ଟିଆଙ୍କ ପ୍ରଶ୍ନରେ ଜଙ୍ଗଲ ମନ୍ତ୍ରୀଙ୍କ ସୂଚନା ।
ଛୁଆକୁ ଛାଡି ଛୁ ମାରିଲେ ବାପା, ମା
Views: 88

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...
ଯାଜପୁର : ୪ ବର୍ଷର ଶିଶୁକନ୍ୟାକୁ ଅସଦାଚରଣ ଅଭିଯୋଗ । ବନ୍ଧୁ ଘରକୁ ଆସିଥିବା ଯୁବକଙ୍କ ନାଁରେ ଟାଉନ ଥାନାରେ ଅଭିଯୋଗ । ଅଭିଯୁକ୍ତ ଯୁବକ ଅଟକ...
ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...
ନୂଆଦିଲ୍ଲୀ : ଓଭାଲ ଟେଷ୍ଟରେ ଇଂଲଣ୍ଡ ବିପକ୍ଷରେ ଭାରତର ବଡ ବିଜୟ । ଆଟକିନସନଙ୍କୁ ବୋଲ୍ଡ କରି ବିଜୟ ଆଣିଲେ ସିରାଜ । ମାତ୍ର ୬ ରନରେ...