The Ultimate Managed Hosting Platform
ADVERTISEMENT

ଜଳୁଛି ଉପାନ୍ତରୁ ଉପକୂଳ, ଆଗକୁ ଆହୁରି ଖରା ନେଇ ସତର୍କତା

Facebook
Twitter
LinkedIn

ଭୁବନେଶ୍ୱର : ଅସହ୍ୟ ଖରା । ପ୍ରବଳ ଗରମରେ ସନ୍ତୁଳି ହେଉଛନ୍ତି ଲୋକେ । ୬ ତାରିଖ ପର୍ୟ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ଆସିବ ନାହିଁ ବୋଲି କହିଛି ପାଣିପଗ କେନ୍ଦ୍ର। ଆଗକୁ ଆହୁରି ଅଶହ୍ୟ ଖରା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। ଆଜି ୬ ଜିଲ୍ଲାକୁ ହିଟ୍ ୱେଭ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ବାଲେଶ୍ଵର, ଭଦ୍ରକ, ଯାଜପୁର, ଢେ଼ଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝରରେ ହିଟ୍ ୱେଭ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login