The Ultimate Managed Hosting Platform
ADVERTISEMENT

ଜାଗର ଲାଗି ସ୍ୱତନ୍ତ୍ର ରିଲିଫ , କୋଭିଡ୍‌ କଟକଣା ପାଳନ କରିବାକୁ ନିର୍ଦ୍ଦେଶ

Facebook
Twitter
LinkedIn

ମହାଶିବରାତ୍ରୀ ଜାଗର ଲାଗି ସ୍ୱତନ୍ତ୍ର ରିଲିଫ କମିଶନର(SRC) ଗାଇଡଲାଇନ୍ ଜାରି କରିଛନ୍ତି। ମନ୍ଦିର, ମେଳା ଓ ଉତ୍ସବରେ ଏକାଠି ହେବା ବେଳେ କୋଭିଡ୍ ପ୍ରୋଟକଲ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷକରି ଜିଲ୍ଲାପାଳ, ମ୍ୟୁନିସପାଲିଟି କମିଶନର, ପୋଲିସ କମିଶନର ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି କଟକଣା ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ଶ୍ରଦ୍ଧାଳୁମାନେ ମନ୍ଦିର ଆସିବା ବେଳେ ମାସ୍କ, ସାମଜିକ ଦୂରତା ରକ୍ଷା, ପରିସ୍କାର ପରିଚ୍ଛନ୍ନତା ଉପରେ ଧ୍ୟାନ ରଖି ଯେପରି ସମସ୍ତ କୋଭିଡ୍ ପ୍ରୋଟକଲ ପାଳନ କରନ୍ତି, ସେ ଉପରେ ସ୍ଥାନୀୟ ପ୍ରଶାସନ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଥାଉ କି, ଗତବର୍ଷ ଜାଗରରେ ଶ୍ରଦ୍ଧାଳୁ ଏକାଠି ଦୀପ ଜାଳିବାକୁ ବାରଣ କରାଯାଇଥିବା ବେଳେ ସମ୍ପୂର୍ଣ୍ଣ ବ୍ୟାରିକେଡ ଭିତରେ ନିୟମ ଅନୁଯାୟୀ ଭକ୍ତମାନେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ। ଏହାସହ ଶ୍ରଦ୍ଧାଳୁଙ୍କ ପାଇଁ ପିଇବା ପାଣିର ବ୍ୟବସ୍ଥା ମଧ୍ୟ କରାଯାଇଥିଲା। 

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login